ରାଜ୍ୟରେ ଆଜି ୩୭୭୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ରାଜ୍ୟରେ ଆଜି ୩୭୭୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରେ ୩୭୭୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୬୧୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।