ରାଜ୍ୟରେ ଆଜି ସୁସ୍ଥ ହେଲେ ୩୮୯୬ କରୋନା ସଂକ୍ରମିତ

ରାଜ୍ୟରେ ଆଜି ସୁସ୍ଥ ହେଲେ ୩୮୯୬ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୩୮୯୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୧୪୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।