ଆଜି ରାଜ୍ୟରେ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୪୦୪୮କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୯୪,୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।