ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୦୯୮ ଜଣ ଆକ୍ରାନ୍ତ

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୦୯୮ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟର ସୁସ୍ଥ ରୋଗୀଙ୍କ ସଂଖ୍ୟା ୨,୦୬,୪୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।