ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୪୨୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୮୫୭୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । \