ପିପିଲିରେ ବିଜେପି ରାଲି ଉପରେ ଆକ୍ରମଣ

ପିପିଲିରେ ବିଜେପି ରାଲି ଉପରେ ଆକ୍ରମଣ

ପିପିଲି: ପିପିଲିରେ ନିର୍ବାଚନ ପ୍ରଚାର ବେଳେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ରାଲିରେ ଯିବାବେଳେ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ପିପିଲି ଥାନା ଅନ୍ତର୍ଗତ ରାଇଗିରିପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ରାଲିରେ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଉପସ୍ଥିତ ଥିଲେ।