ବିଶ୍ବ ନର୍ସିଂ ଦିବସ ନର୍ସ ମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବିଶ୍ବ ନର୍ସିଂ ଦିବସ ନର୍ସ ମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଶ୍ବ ନର୍ସିଂ ଦିବସ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତର ଖାନା ମାନଙ୍କ ରେ କାର୍ଯ୍ୟ ରତ ନର୍ସ ମାନଙ୍କ ସହ ଫୋନ ଯୋଗେ କଥା ହୋଇ ସେମାନଙ୍କୂ ଶୁଭେଚ୍ଛା ଜଣାଇଥିଲେ ।

ନିଜର ବ୍ୟକ୍ତିଗତ ସୁଖ ଦୁଃଖ କୁ ପଛରେ ପକାଇ ସେମାନେ ଯେପରି ରୋଗୀଙ୍କୁ ନିଷ୍ଠା ର ସହ ସେବା ଯୋଗାଇ ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ ।