ରାଜଭବନ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ରାଜଭବନ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣ ଓ ଅଗ୍ନିକାଣ୍ଡରେ ଅତି କମରେ ୮ ଜଣ ଲୋକ ଆହତ ହୋଇଛନ୍ତି । ସେଥିରୁ ୨ ଜଣ ଗୁରୁତର ଅଛନ୍ତି । ମୁଖ୍ୟ ମନ୍ତ୍ରୀ ସେମାନଙ୍କ ମାଗଣା ଚିକିତ୍ସା ପାଇଁ ଆଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।