ମଇ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ମଇ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ମଇ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଶ୍ରମିକ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରମିକ ସମାଜର କଲ୍ୟାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ଥିବା ସେ କହିବା ସହ କୋଭିଡ ସଂକ୍ରମଣକୁ ରୋକିବା ପାଇଁ ମାସ୍କ ପରିଧାନ ଓ ନିୟମ ପାଳନ କରିବାକୁ ଆହ୍ୱାନ କରିଛନ୍ତି।

https://twitter.com/CMO_Odisha/status/1388343668562554881/photo/1