ରାଜ୍ୟରେ ଆଜି ୩୩୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଆଜି ୩୩୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୩୩୭୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ ୮୭୬୦୨ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୦୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ୧୩୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୩ଜଣ, ବାଲେଶ୍ୱର ଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୯୮ଜଣ, ଭଦ୍ରକ ଜିଲ୍ଲାରୁ ୧୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଝଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଝଣ, ଗଜପତି ଜିଲ୍ଲାରୁ ୪୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯୫ଜଣ, ଯାଜପୁର ଜିଲ୍ଲାରୁ ୧୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୭୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୪୭, କୋରାପୁଟ ଜିଲ୍ଲାରୁ ୯୧ଜଣ, ମାଲକାନଗିରି ଜିଲ୍ଲାରୁ ୧୩୪ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୫ଜଣ, ନୟାଗଡ ଜିଲ୍ଲାରୁ ୧୭୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୫୪ଜଣ ରହିଛନ୍ତି ।

 

ଗତକାଲି ସୁସ୍ଥ ହୋଇଥିଲେ୨୫୪୬ ଜଣ। ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି ୧୪, ୮୫, ୧୬୭। ମୋଟ ଆକ୍ରାନ୍ତ ୮୭୬୦୨। ମୋଟ ସୁସ୍ଥ ହେଲେଣି ୫୯୪୭୦ ଏବଂ ସକ୍ରୀୟ ଆକ୍ରାନ୍ତ ଅଛନ୍ତି ୨୭୬୩୮ ଜଣ।