ଆଜି ୩୯ ଜୀବନ ନେଲା କରୋନା

ଆଜି ୩୯ ଜୀବନ ନେଲା କରୋନା

ଭୁବନେଶ୍ୱର:  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ହଜାର ୪୭୧କୁ ବୃଦ୍ଧି ପାଇଛି ଆଜି ଖୋର୍ଦ୍ଧାରୁ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ସେହିପରି କଟକ, ଝାରସୁଗୁଡା, ପୁରୀ, ସୁନ୍ଦରଗଡରୁ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡିରୁ ଜଣ ଲେଖାଏଁ, ବୌଦ୍ଧ ସମ୍ବଲପୁର ଜିଲ୍ଲାରୁ ଜଣ ଲେଖାଏଁ, ବରଗଡ, ଢେଙ୍କାନାଳ, ନବରଙ୍ଗପୁର ନୂଆପଡାରୁ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ତେବେ ରାଜ୍ୟରେ ଆଜି ପୁଣି ,୬୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ,୦୬୯ ସ୍ଥାନୀୟ ଅଞ୍ଚଳରୁ ,୫୬୨ ଜଣ ଚିହ୍ନଟ ହୋଇଛନ୍ତି ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷ ୬୬ ହଜାର ୬୯୨ରେ ପହଞ୍ଚିଛି ରାଜ୍ୟରେ ସୁସ୍ଥ ସଂଖ୍ୟା ଲକ୍ଷ ୧୭ ହଜାର ୩୫୯ ରହିଥିବା ବେଳେ ୪୫ ହଜାର ୮୦୯ ଜଣ ଚିକିତ୍ସିତ ହେଉଛନ୍ତି ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି