ରାଜ୍ୟରେ ଆଜି ୧୨୨୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଆଜି ୧୨୨୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୨୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୫୧୭ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୭୦୩ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।