ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୧୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୧୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୦୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି  । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୭୦୦୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।