ଗତ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ୭୪୯ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୭୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩୧୨ ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ସେହିପରି ୭୪୯ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଛି । ଏବେ ୯୯୫୦ଟି ମାମଲା ସକ୍ରିୟ ଥିବାବେଳେ ୨୯୭୮୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛିା