୨୪ ଘଣ୍ଟାରେ ରାଜ୍ୟରୁ ୬୪୪ ନୂଆ କୋରୋନା ସଂକ୍ରମିତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରୁ ୬୪୪ ନୂଆ କୋରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୪୪ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୭୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।