ରାଜ୍ୟରେ ୨୪ ଘଣ୍ଟାରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୮୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦୨ ଟି କେସ ରହିଥିବା ବେଳେ ଲୋକାଲ କେସ୍ ରହିଛି ୩୬୬ । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୯୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।