୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରୁ ୨୦୧୯ ପଜିଟିଭ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରୁ ୨୦୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୦୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।