୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୮୬୮ କରୋନା ସଂକ୍ରମିତ

୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୮୬୮ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୮୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୯ ଓ ଲୋକାଲ କେସ ରହିଛି ୩୬୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୧୭୮୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।