ରାଜ୍ୟରେ ଚିହ୍ନଟ ହେଲେ ୭୭୮ କରୋନା ଆକ୍ରାନ୍ତ

ରାଜ୍ୟରେ ଚିହ୍ନଟ ହେଲେ ୭୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୭୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୩୨ ହେଉଛି ଲୋକାଲ୍ କେସ୍ ‌। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୩୨୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।