ରାଜ୍ୟରେ ଆଉ ୬୬୮ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୬୬୮ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୬୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୩୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୮୩ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୬୨୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।