ଆଜି ରାଜ୍ୟରେ ୬୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୬୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୬୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରେ ୩୭୪ ଜଣ ଥିବା ବେଳେ ୨୬୮ ହେଉଛି ଲୋକାଲ କେସ୍‌ । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୫,୨୭୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।