ରାଜ୍ୟରୁ ୨୪ ଘଣ୍ଟାରେ ୭୩୦ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରୁ ୨୪ ଘଣ୍ଟାରେ ୭୩୦ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି  ୭୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ବାରେଣ୍ଟାଇନରୁ ୪୧୯ ଓ ଲୋକାଲ କେସ ୩୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।