ଗତ ୨୪ ଘଣ୍ଟା ମଧ୍ୟରେ ୫୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ୫୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୫୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୪୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୨୩୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।