ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୫୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୩୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୭୮୯ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।