ରାଜ୍ୟରେ ଆଜି ୫୧୮କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୫୧୮କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି  ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।