ଆଜି ରାଜ୍ୟରୁ ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଆଜି ରାଜ୍ୟରୁ ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର:  ଆଜି ରାଜ୍ୟରୁ ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୮୭ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୨୭୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।