ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୪୩୪ କରୋନା ସଂକ୍ରମିତ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୪୩୪ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।