ରାଜ୍ୟରେ ଦିନକରେ ଆଉ ୯୮୭ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଦିନକରେ ଆଉ ୯୮୭ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି  ୯୮୭ ଜଣ ପଜିଟିଭ୍ କରୋନା ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୭୮୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।