ଆଜି ରାଜ୍ୟରେ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆଜି ରାଜ୍ୟରେ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୦୭୧  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୬୪,୧୦୨  କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।