ଆଜି ରାଜ୍ୟରେ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଆଜି ରାଜ୍ୟରେ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୨୦୦୩  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୬୬,୧୦୫  କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।