ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ୧୪ ଜଣ ଆକ୍ରାନ୍ତ

ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ୧୪ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ପ୍ରାଣ ହରାଇଲେ ଆଉ ୧୪ ଜଣ ଆକ୍ରାନ୍ତ । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।