ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ। ୨୧ କୋରୋନା ସଂକ୍ରମିତଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ। ୨୧ କୋରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଆଜି ୧୧,୮୦୫ ପଜିଟିଭ ଚିହ୍ନଟ । ସଙ୍ଗରୋଧରୁ ୬୬୧୧, ସ୍ଥାନୀୟ ଅଞ୍ଚଳରୁ ୫୧୯୪ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ।

ସେପଟେ ୨୧ କୋରୋନା ସଂକ୍ରମିତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୨୯୪କୁ ବୃଦ୍ଧି ।