ଆଜି ୩୦ ଜିଲ୍ଲାରୁ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ୩୦ ଜିଲ୍ଲାରୁ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୦୩୪୬ରେ ପହଞ୍ଚିଛି ।  ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।