ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୯୦୪ କରୋନା ସଂକ୍ରମିତ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୯୦୪ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୯୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।