ରାଜ୍ୟରୁ ଆଜି ୧୪୮୦ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରୁ ଆଜି ୧୪୮୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରୁ ଆଜି ଚିହ୍ନଟ ହୋଇଛନ୍ତି ୧୪୮୦ କରୋନା ପଜିଟିଭ୍। ଏଥିସହ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।