ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ହଜାର ୨୪୭ କୋରୋନା ପଜିଟିଭ୍

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ହଜାର ୨୪୭ କୋରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଆଜି ୧୨୪୭ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି  । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।