ଆଜି ରାଜ୍ୟରୁ ୧୫୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଆଜି ରାଜ୍ୟରୁ ୧୫୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ୱର: ଆଜି ରାଜ୍ୟରୁ ୧୫୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୬ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୪ ଜଣ ଚିହ୍ନଟ ହୋଇଛନ୍ତି। ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୪୮୨ରେ ପହଞ୍ଚିଯାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।