ଆଜି ରାଜ୍ୟରୁ ୩୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଆଜି ରାଜ୍ୟରୁ ୩୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

ଭୁୁବନେଶ୍ୱର: ଆଜି ରାଜ୍ୟରୁ ୩୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୧୮ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ୧୪୯୭ ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୨,୭୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।