ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା

ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା

ପୁରୀ:ଜୁନ୨୪ତାରିଖରେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା । ଚଳିତ ବର୍ଷ ମଧ୍ୟ ବିନାଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା ।ପ୍ରଶାସନର ନିଷ୍ପତ୍ତି ନେଇ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା । ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ । ଭର୍ଚ୍ୟୁଆଲ୍ ବୈଠକରେ ନିଆଗଲା ଏଭଳି ନିଷ୍ପତ୍ତି । ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ଗତବର୍ଷ ବି କୋଭିଡ ଦୃଷ୍ଟିରୁ ବିନାଭକ୍ତରେ ହୋଇଥିଲା ଦେବସ୍ନାନ ପୂର୍ଣ୍ଣିମା