CBSE ଓ ICSEର ମୂଲ୍ୟାୟନ ପଦ୍ଧତି

CBSE ଓ ICSEର ମୂଲ୍ୟାୟନ ପଦ୍ଧତି

ନୂଆଦିଲ୍ଲୀ : ସିବିଏସଇ ଆଇସିଏସଇର ମୂଲ୍ୟାୟନ ପଦ୍ଧତିକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ ପିଲାଙ୍କ ହିତଙ୍କୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ସୁପ୍ରିମକୋର୍ଟ ତେବେ ମୂଲ୍ୟାୟନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି କୋର୍ଟ ଯାଇଥିଲେ ଛାତ୍ରଛାତ୍ରୀ ଦାଏର ହୋଇଥିଲା ଏକାଧିକ ମାମଲା ଚ୍ୟାଲେଞ୍ଜ କରି ହୋଇଥିବା ସବୁ ଆବେଦନକୁ ଆଜି ଖାରଜ କରିଛନ୍ତି ସୁପ୍ରିମକୋର୍ଟ ଉଲ୍ଲେଖଯୋଗ୍ୟ ଯେ, CBSE ବୋର୍ଡର ଦ୍ୱାଦଶ ମାର୍କସିଟ୍ ପ୍ରସ୍ତୁତ କରିବାକୁ ନେଇ ଗଠିତ ୧୩ ଜଣିଆ କମିଟି ଗୁରୁବାର ଦିନ ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିଥିଲା ସୁପ୍ରିମକୋର୍ଟରେ ମୂଲ୍ୟାୟନର ରୂପରେଖ ଉପସ୍ଥାପନ କରିଥିଲା ସିବିଏସଇ ୩୦:୩୦:୪୦ ଅନୁପାତରେ ମାର୍କ ଦିଆଯିବ ବୋଲି ଜଣାଇଥିଲା ସିିବିଏସଇ ସିବିଏସଇ ମତରେ ଦଶମ, ଏକାଦଶ ଦ୍ୱାଦଶର ପ୍ରି ବୋର୍ଡର ଫଳାଫଳ ଦ୍ୱାଦଶ ଫାଇନାଲ ରେଜଲ୍ଟର ଆଧାର ହେବ ଜୁଲାଇ ୩୧ ତାରିଖରେ ସିବିଏସଇର ରେଜଲ୍ଟ ପ୍ରକାଶ ପାଇବ ଦଶମରୁ ୩୦%, ଏକାଦଶ ପ୍ରଦର୍ଶନରୁ ୩୦% ନମ୍ବର ଦିଆଯିବ ଦଶମ ଏକାଦଶର ୩ଟି ଲେଖାଏଁ ବିଷୟର ସର୍ବାଧିକ ନମ୍ବର ବିଚାର ହେବ ଦ୍ୱାଦଶ ଶ୍ରେଣୀ ୟୁନିଟ୍, ଟର୍ମ ପ୍ରାକ୍ଟିକାଲରୁ ୪୦% ନମ୍ବର ଦିଆଯିବ