ବାତ୍ୟା ‘ଦାନା’ ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖରେ ଲ୍ୟାଣ୍ଡଫଲ୍ କରିପାରେ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି – ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦- ୧୨୦ କିମି ରହିପାରେ ।