ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ବର : ବିଜେଡିରୁ ନିଲମ୍ବିତ ହେଲେ ଜୀବନ ପ୍ରଦୀପ ଦାସ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳରୁ ବହିସ୍କାର କରାଯାଇଛି । ବିଜେଡ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବିତ କରାଯାଇ ଥିବା ସୂଚନା ମିଳିଛି ।