ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପୂର୍ବତନ ଓଟିଡିସି ଅଧ୍ୟକ୍ଷ ନରେନ୍ଦ୍ର କୁମାର ସ୍ଵାଇଁ ଙ୍କ ବିୟୋଗ

ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ପୂର୍ବତନ ଓଟିଡିସି ଅଧ୍ୟକ୍ଷ ନରେନ୍ଦ୍ର କୁମାର ସ୍ଵାଇଁ ଙ୍କ ବିୟୋଗ

ପୂର୍ବତନ ରାଜ୍ୟସଭା ସଦସ୍ୟ ତଥା ଓଟିଡିସି ର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର କୁମାର ସ୍ୱାଇଁଙ୍କର ପରଲୋକ ଖବର ମର୍ମାହତ କରିଛି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛୁ।

ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର, ପରିଚାଳନା ନିର୍ଦ୍ଦେଶକ ସଚିନ ଆର ଯାଦବ ଓ ନିଗମର ସମସ୍ତ ପଦାଧିକାରୀ ଓ କର୍ମଚାରୀମାନେ ଗଭୀର ଶୋକ ବ୍ୟକ୍ତ କରିଛନ୍ତିା

୮୨ ବର୍ଷ ବୟସରେ ପୂର୍ବତନ ରାଜ୍ୟସଭା ସଦସ୍ୟ ନରେନ୍ଦ୍ର ସ୍ୱାଇଁଙ୍କର ପରଲୋକ । ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ କଳିଙ୍ଗ ସେନା ସୁପ୍ରିମୋ ହେମନ୍ତ ରଥ ଗଭୀର ଶୋକ ପ୍ରକାଶ