ଆଜି କରୋନାରୁ ସୁସ୍ଥ ହେଲେ ୪୭୬୧ ଆକ୍ରାନ୍ତ

ଆଜି କରୋନାରୁ ସୁସ୍ଥ ହେଲେ ୪୭୬୧ ଆକ୍ରାନ୍ତ

ଭୁବନେଶ୍ୱର:  ଆଜି  ରାଜ୍ୟରୁ ୪୭୬୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଖୋର୍ଦ୍ଧାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୭୦ ହଜାର ଟପିଲାରାଜ୍ୟରେ ଆଜି କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୭୬୧ ଜଣ ଆକ୍ରାନ୍ତ। ଏଥିସହ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୭୦ ହଜାର ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।