ଜୁନିୟର ଏନଟିଆର୍ କରୋନା ପଜିଟିଭ୍

ଜୁନିୟର ଏନଟିଆର୍ କରୋନା ପଜିଟିଭ୍

ମୁମ୍ବାଇ: ତେଲୁଗୁ ସୁପରଷ୍ଟାର ଜୁନିୟର ଏନଟିଆର କରୋନା ସଂକ୍ରମିତ ହୋଇଛନ୍ତି । ସୋସିଆଲ ମିଡିଆରେ ଏକ ପୋଷ୍ଟ ମାଧ୍ୟମରେ ସେ ଏହି ସୂଚନା ଦେଇଛନ୍ତି। ଏଥିସହିତ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ସେ କହିଛନ୍ତି।