ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡକ୍ଟର ଏସ ମୁରଲୀଧର

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡକ୍ଟର ଏସ ମୁରଲୀଧର

ଭୁବନେଶ୍ୱର: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଡକ୍ଟର ଏସ ମୁରଲୀଧର। ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ ମୁରଲୀଧରଙ୍କୁ ଶପଥ ପାଠ କରାଇଲେ। ଶପଥ ପାଠ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ , ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜିପି ଅଭୟ, ଗୃହ ବିଭାଗ ସଚିବ , ହାଇକୋର୍ଟର ବରିଷ୍ଠ ବିଚାରପତି ମାନେ ଉପସ୍ଥିତ।