ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ଜାଣନ୍ତୁ ଆଜିର ଆପଣଙ୍କର ରାଶିଫଳ

ମେଷ – ମିତ୍ରମାନେ ପ୍ରଶଂସା କରିପାରନ୍ତି । ଅର୍ଥ ହାନୀ ହେବ। ଅବହେଳାଜନିତ ଉପରିସ୍ଥ କର୍ମଚାରୀଙ୍କୁ କୈଫିୟତ୍ ଦେବାକୁ ପଡିପାରେ । ଗୃହିଣୀ ମାନେ ସୁଖୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ବୃଷ – ବିଭିନ୍ନ ପ୍ରକାରର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ମିଥୁନ – ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ବୃଦ୍ଧି ପାଇବ । ଅସୁସ୍ଥ ଅନୁଭବ କରିବେ ।
ସଂଗଠନ, ରାହନୀତି କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଅର୍ଥ ହାନୀ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

କର୍କଟ – ଆତ୍ମୀୟଙ୍କ ସାହାର୍ଯ୍ୟରେ ସମସ୍ୟା ସମାଧାନ ହେବା କଷ୍ଟକର ହୋଇପାରେ । ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ସତର୍କତାର ଦିନ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ସିଂହ – କର୍ମକ୍ଷେତ୍ରରେ ଫାଇଲ୍ କାମରେ ବ୍ୟସ୍ତ ରହିବେ । ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତି ରହିବ । ସୁଖଭାରା ଦିନଟି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

କନ୍ୟା – ଯେତେ ଭଲ କାମ କଲେ ମଧ୍ୟ କର୍ମ କ୍ଷେତ୍ରରୁ ଅଭିଯୋଗ ଆସିପାରେ । ଆକସ୍ମିକ ଦୁର୍ବଳ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ଅତୁଟ ରହିବ । ମନରେ ଗର୍ବ ଭାବ ଆସିବ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ତୁଳା – ଅର୍ଥ ଲାଭ ହେବ । କାର୍ଯ୍ୟ ତତ୍ପର ରହିବେ । କ୍ଳାନ୍ତି ଅନୁଭବ କରିବେ ।ଭୁଲ୍ ବୁଝାମଣାରେ ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ବିଛା – ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ । ଚିନ୍ତାଧାରା ଉନ୍ନତ ହେବ । ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ । ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡୋଶୀଙ୍କୁ ଆପଣେଇ ନେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଧନୁ –ନୂଆ ବ୍ୟବସାୟ କ୍ଷତି ହେବ । ଉନ୍ନତିର ମାର୍ଗ ମିଳିବ । ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଚେଷ୍ଟା କରୁଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ।

ମକର – ଧର୍ଯ୍ୟ ହାରା ହୋଇପାରନ୍ତି । ମନରେ ଗର୍ବ ଭାବ ଆସିବ । ଦୀର୍ଘଦିନରୁ କୁହୁଳୁଥିବା ଅଶାନ୍ତି ହଠାତ୍ ପରିବେଶକୁ ବଦଳାଇ ଦେବ । ପାରିବାରିକ ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢିପାରେ । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

କୁମ୍ଭ – ଆଜି ଘର କାମରେ ବ୍ୟସ୍ତ ରହିବେ ।ସୁସ୍ଥ ଅନୁଭବ କରିବେ । ସକାଳୁଆ ଯାତ୍ରା ଆନନ୍ଦଦାୟକ ହେବ । ତରବରିଆ ପଦକ୍ଷେପ ନେଇ ଠିକ୍ କାମକୁ ଭୁଲ୍ କରିବେ । ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ମୀନ – ଆଗରୁ ଦୃଢ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ କୁ ସାହାର୍ଯ୍ୟ କରିବାକୁ ପଡିପାରେ । ବ୍ୟବସାୟୀ ରେ ପ୍ରଚୁର ଲାଭ ହେବ କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତିଷ୍ଠା ଓ ପ୍ରଶଂସା ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।