ନନ୍ଦିଗ୍ରାମରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ

ନନ୍ଦିଗ୍ରାମରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ୦୨ ।୦୫ : ନନ୍ଦିଗ୍ରାମ ବିଧାନସଭା ଆସନରୁ ହାରିଲେ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ପରସ୍ତା କରି ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବିଜୟୀ ଲାଭ କରିଛନ୍ତି ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ  ନନ୍ଦୀଗ୍ରାମ ବିଧାନସଭା ଆସନ ପାଇଁ ବିଜେପି ଏବଂ ଟିଏମସି ମଧ୍ୟରେ କଡ଼ା ଟକ୍କର ଦେଖା ଯାଇଥିଲା ଏହି ଆସନ ଲାଗି ବିଜେପିରୁ ଶୁଭେନ୍ଦୁ ଅଧିକାରୀ ଏବଂ ମମତା ବନାର୍ଜୀ ଟିଏମସିରୁ ପ୍ରାର୍ଥୀ ଭାବେ ଛିଡା ହୋଇଥିଲେ