ଆଜି ସରିବ ମାଟ୍ରିକ ପରୀକ୍ଷା।

ଆଜି ସରିବ ମାଟ୍ରିକ ପରୀକ୍ଷା । ଫେବୃଆରୀ ୨୦ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହେବ । ପରୀକ୍ଷାକୁ ଶୃଙ୍ଖଳିତ ତଥା କପିମୁକ୍ତ କରିବା ପାଇଁ ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରକୁ ସିସିଟିଭିରେ କଣ୍ଟ୍ରୋଲ ରୁମ ସହ ଯୋଡି ନଜର ରଖାଯାଇଛି । ଆଜି ପରୀକ୍ଷା ଶେଷହେବାପରେ ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମାଟ୍ରିକ ବୋର୍ଡ କର୍ତ୍ତୃପକ୍ଷ ।