ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ କରୋନା

ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ କରୋନା

ଆଜି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ବିକ୍ରମ ପଣ୍ଡା ଅନୁରୋଧ କରିଛନ୍ତ ।